ପୁଣି ବୋଲିଂ ବାଛିଲେ ସୂର୍ଯ୍ୟକୁମାର, ୧୪ ମାସ ପରେ ଫେରିଲେ ଶାମି
ରାଜକୋଟ,୨୮।୧: ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟି୨୦ ମଙ୍ଗଳବାର ଖେଳାଯାଉଛି। ଏଥିରେ ଭାରତର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପୁଣିଥରେ ବୋଲିଂକୁ ବାଛିଛନ୍ତି। କୋଲକାତା ଏବଂ ଚେନ୍ନାଇରେ ଲଗାତାର ବିଜୟ ପରେ ଟିମ୍ ଇଣ୍ଡିଆ ନିକଟରେ ସିରିଜକୁ କବ୍ଜା କରିବାକୁ ବଡ଼ ସୁଯୋଗ ରହିଛି। ଏଯାବତ ଭାରତ ରାଜକୋଟରେ ୫ ଟି୨୦ ମ୍ୟାଚ୍ ଖେଳିଛି। ସେଥିରୁ ୪ଟିରେ ଦଳ ବିଜେତା ହୋଇଛି। ତେବେ ଏହି ମ୍ୟାଚ୍ ଲାଗି ମହମ୍ମଦ ଶାମିଙ୍କୁ ଦଳରେ ସାମିଲ କରାଯାଇଛି। ଦୀର୍ଘ ୧୪ […] The post ପୁଣି ବୋଲିଂ ବାଛିଲେ ସୂର୍ଯ୍ୟକୁମାର, ୧୪ ମାସ ପରେ ଫେରିଲେ ଶାମି appeared first on Dharitri Odia News.
ରାଜକୋଟ,୨୮।୧: ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟି୨୦ ମଙ୍ଗଳବାର ଖେଳାଯାଉଛି। ଏଥିରେ ଭାରତର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପୁଣିଥରେ ବୋଲିଂକୁ ବାଛିଛନ୍ତି। କୋଲକାତା ଏବଂ ଚେନ୍ନାଇରେ ଲଗାତାର ବିଜୟ ପରେ ଟିମ୍ ଇଣ୍ଡିଆ ନିକଟରେ ସିରିଜକୁ କବ୍ଜା କରିବାକୁ ବଡ଼ ସୁଯୋଗ ରହିଛି।
ଏଯାବତ ଭାରତ ରାଜକୋଟରେ ୫ ଟି୨୦ ମ୍ୟାଚ୍ ଖେଳିଛି। ସେଥିରୁ ୪ଟିରେ ଦଳ ବିଜେତା ହୋଇଛି। ତେବେ ଏହି ମ୍ୟାଚ୍ ଲାଗି ମହମ୍ମଦ ଶାମିଙ୍କୁ ଦଳରେ ସାମିଲ କରାଯାଇଛି। ଦୀର୍ଘ ୧୪ ମାସ ପରେ ସେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ ଯାଉଛନ୍ତି। ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର ରହିଛି।
The post ପୁଣି ବୋଲିଂ ବାଛିଲେ ସୂର୍ଯ୍ୟକୁମାର, ୧୪ ମାସ ପରେ ଫେରିଲେ ଶାମି appeared first on Dharitri Odia News.