ପୁତୁରା ଉପରେ ଚଢିଗଲା ଦାଦାର ଟ୍ରାକ୍ଟର, ଚାଲିଗଲା ପୁତୁରାର ଜୀବନ ।
ଏମିତି ଏକ ଦୁଃଖଦ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ଉମାଦେଇପୁର ପଞ୍ଚାୟତର କାଲାଝରି ଗ୍ରାମରେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ସହ ଟ୍ରାକ୍ଟରକୁ ଜବତ କରି ଅଧିକ ତଦନ୍ତ ଚଳାଇଛି । Odisha Bhaskar is one o
ଏମିତି ଏକ ଦୁଃଖଦ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ଉମାଦେଇପୁର ପଞ୍ଚାୟତର କାଲାଝରି ଗ୍ରାମରେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ସହ ଟ୍ରାକ୍ଟରକୁ ଜବତ କରି ଅଧିକ ତଦନ୍ତ ଚଳାଇଛି ।
Odisha Bhaskar is one o