ପୁତୁରାଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କଲେ ଦାଦା-ଖୁଡ଼ୀ
ବଲାଙ୍ଗୀର,୧୮ା୭: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ହତ୍ୟା କରାଯାଇଛି। ଦାଦା-ଖୁଡ଼ୀଙ୍କ ଟାଙ୍ଗିଆ ଚୋଟରେ ପୁତୁରାଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ତେବେ ଜମି ଭାଗବଣ୍ଟାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଦାଦା-ଖୁଡ଼ୀ ଥାନାରେ ଅଟକ ଥିବା ବେଳେ ଦାଦା ପୁଅ ଭାଇ ଫେରାର ହୋଇଯାଇଛନ୍ତି। The post ପୁତୁରାଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କଲେ ଦାଦା-ଖୁଡ଼ୀ appeared first on Dharitri Odia News.
ବଲାଙ୍ଗୀର,୧୮ା୭: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ହତ୍ୟା କରାଯାଇଛି। ଦାଦା-ଖୁଡ଼ୀଙ୍କ ଟାଙ୍ଗିଆ ଚୋଟରେ ପୁତୁରାଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ତେବେ ଜମି ଭାଗବଣ୍ଟାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଦାଦା-ଖୁଡ଼ୀ ଥାନାରେ ଅଟକ ଥିବା ବେଳେ ଦାଦା ପୁଅ ଭାଇ ଫେରାର ହୋଇଯାଇଛନ୍ତି।
The post ପୁତୁରାଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କଲେ ଦାଦା-ଖୁଡ଼ୀ appeared first on Dharitri Odia News.