ପୁରୀ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ କଲେ ସମୀକ୍ଷା

ପୁରୀ ୨୪।୧୧ : ପୁରୀରେ ପୋଲିସ ମହାନିର୍ଦ୍ଦେଶକ ଓ୍ୱାଇ ବି ଖୁରାନିଆ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଡିଜିପିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । ଖବର ଅନୁଯାୟୀ, ରବିବାର ଦିନ ପୂର୍ବାହ୍ନ ସମୟରେ ଓଡିଶା ପୋଲିସ ମହାନିର୍ଦ୍ଦେଶକ ଓ୍ୱାଇ ବି ଖୁରାନିଆ ପୁରୀ ଗସ୍ତରେ ଆସିଛନ୍ତି । ପୁରୀରେ ପହଞ୍ଚିବା ପରେ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ୱାଗତ କରିଥିଲେ । ଏହାପରେ ବଡ଼ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।ଆଗକୁ ମାନେ ଡିସେମ୍ବର ୪ ତାରିଖ ରାଷ୍ଟ୍ରପତି ଓଡିଶା ଗସ୍ତରେ ଆସୁଛନ୍ତି । ଏଥିପାଇଁ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ଡିଜିପି । ଓଡିଶା ପୋଲିସ ମହାନିର୍ଦ୍ଦେଶକଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି । 

ପୁରୀ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ କଲେ ସମୀକ୍ଷା

ପୁରୀ ୨୪।୧୧ : ପୁରୀରେ ପୋଲିସ ମହାନିର୍ଦ୍ଦେଶକ ଓ୍ୱାଇ ବି ଖୁରାନିଆ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଡିଜିପିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । 

ଖବର ଅନୁଯାୟୀ, ରବିବାର ଦିନ ପୂର୍ବାହ୍ନ ସମୟରେ ଓଡିଶା ପୋଲିସ ମହାନିର୍ଦ୍ଦେଶକ ଓ୍ୱାଇ ବି ଖୁରାନିଆ ପୁରୀ ଗସ୍ତରେ ଆସିଛନ୍ତି । ପୁରୀରେ ପହଞ୍ଚିବା ପରେ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ୱାଗତ କରିଥିଲେ । ଏହାପରେ ବଡ଼ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।ଆଗକୁ ମାନେ ଡିସେମ୍ବର ୪ ତାରିଖ ରାଷ୍ଟ୍ରପତି ଓଡିଶା ଗସ୍ତରେ ଆସୁଛନ୍ତି । ଏଥିପାଇଁ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ଡିଜିପି । ଓଡିଶା ପୋଲିସ ମହାନିର୍ଦ୍ଦେଶକଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି ।