ପୁରୀ ଜିଲ୍ଲାରେ ଲାଗୁ ହେଲା ପୋଲିସ ଆଇନର ୩୦ ଧାରା

ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି । ଏହା ଚଳିତ ମାସ ୩ ତାରିଖ ଠାରୁ ମଇ ୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ ।  ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ଏସ ପି […] The post ପୁରୀ ଜିଲ୍ଲାରେ ଲାଗୁ ହେଲା ପୋଲିସ ଆଇନର ୩୦ ଧାରା appeared first on KNews Odisha.

ପୁରୀ ଜିଲ୍ଲାରେ ଲାଗୁ ହେଲା ପୋଲିସ ଆଇନର ୩୦ ଧାରା
puri

ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି । ଏହା ଚଳିତ ମାସ ୩ ତାରିଖ ଠାରୁ ମଇ ୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ ।  ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।

The post ପୁରୀ ଜିଲ୍ଲାରେ ଲାଗୁ ହେଲା ପୋଲିସ ଆଇନର ୩୦ ଧାରା appeared first on KNews Odisha.