ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି
ପୁରୀ,୨ା୬: ପୁରୀରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରବିବାର ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ପ୍ରେସ୍ ରିଲିଜ ଜରିଆରେ ଏସ୍ଆର୍ସି ସୂଚନା ଦେଇଛନ୍ତି। The post ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି appeared first on Dharitri Odia News.
ପୁରୀ,୨ା୬: ପୁରୀରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରବିବାର ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ପ୍ରେସ୍ ରିଲିଜ ଜରିଆରେ ଏସ୍ଆର୍ସି ସୂଚନା ଦେଇଛନ୍ତି।
The post ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି appeared first on Dharitri Odia News.