ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୭: ରବିବାର ପୁରୀରେ ତାଳଧ୍ୱଜ ରଥଟଣା ସମୟରେ ପ୍ରବଳ ଭିଡ଼ ଯୋଗୁ ହିନ୍ଦୀ ସ୍କୁଲ ସମ୍ମୁଖରେ ଜଣେ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ସେତିକିବେଳେ କେତେକ ଭକ୍ତ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେବାକୁ ଘୋଷଣା କରିଛନ୍ତି। ଏପରିକି ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। The post ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୭: ରବିବାର ପୁରୀରେ ତାଳଧ୍ୱଜ ରଥଟଣା ସମୟରେ ପ୍ରବଳ ଭିଡ଼ ଯୋଗୁ ହିନ୍ଦୀ ସ୍କୁଲ ସମ୍ମୁଖରେ ଜଣେ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ସେତିକିବେଳେ କେତେକ ଭକ୍ତ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେବାକୁ ଘୋଷଣା କରିଛନ୍ତି। ଏପରିକି ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

The post ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.