ପୁରୀ ସମୁଦ୍ରରେ ସ୍ନାନ ବେଳେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର

ପୁରୀ ୨୧।୭: ସମୁଦ୍ର ସ୍ନାନ ବେଳେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର । ଉଦ୍ଧାର ପର୍ଯ୍ୟଟକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗର ଶନି ମଣ୍ଡଲ । ସେକ୍ଟର ୮ରେ ଗାଧୋଉଥିବା ବେଳେ ବୁଡ଼ି ଯାଉଥିଲେ ଶନି । ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି । ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି ।You Can Read:ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର, ବାବା ଧବଳେଶ୍ଵରଙ୍କ ପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ ସମୁଦ୍ରରେ ସ୍ନାନ ବେଳେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର

ପୁରୀ ୨୧ସମୁଦ୍ର ସ୍ନାନ ବେଳେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର । ଉଦ୍ଧାର ପର୍ଯ୍ୟଟକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗର ଶନି ମଣ୍ଡଲ । ସେକ୍ଟର ୮ରେ ଗାଧୋଉଥିବା ବେଳେ ବୁଡ଼ି ଯାଉଥିଲେ ଶନି । ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି । ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି ।

You Can Read:

ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର, ବାବା ଧବଳେଶ୍ଵରଙ୍କ ପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ