ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ, ଧାରୁଆ ଅସ୍ତ୍ରରେ ବ୍ୟକ୍ତିଙ୍କୁ ଆକ୍ରମଣ

ପୁରୀ: ପୁରୀରେ ପୁଣି ଦୁର୍ବୁତ୍ତଙ୍କ ଆତଙ୍କରାଜ। ଧାରୁଆ ଅସ୍ତ୍ରରେ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ ହୋଇଛି । ଘଟଣା ଘଟିଛି ଟାଉନ ଥାନା ଅନ୍ତର୍ଗତ ରାଧା ଗୋବିନ୍ଦ ଲେନଠାରେ ଘଟିଛି ଏଭଳି ଘଟଣା। ଗୁରୁତର ବ୍ୟକ୍ତି ରାଧାଗୋବିନ୍ଦ ଲେନର ହରିହର ସାହୁ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ।ତାଙ୍କୁ ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘଟିଛି ଏଭଳି କାଣ୍ଡ ଘଟିଥିବା ଜଣାପଡ଼ିଥିବାବେଳେ। ଟାଉନ ଥାନା ପୋଲିସ ଛାନଭିନ୍ ଆରମ୍ଭ କରିଛି।Updating...

ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ, ଧାରୁଆ ଅସ୍ତ୍ରରେ ବ୍ୟକ୍ତିଙ୍କୁ ଆକ୍ରମଣ

ପୁରୀ: ପୁରୀରେ ପୁଣି ଦୁର୍ବୁତ୍ତଙ୍କ ଆତଙ୍କରାଜ। ଧାରୁଆ ଅସ୍ତ୍ରରେ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ ହୋଇଛି । ଘଟଣା ଘଟିଛି ଟାଉନ ଥାନା ଅନ୍ତର୍ଗତ ରାଧା ଗୋବିନ୍ଦ ଲେନଠାରେ ଘଟିଛି ଏଭଳି ଘଟଣା। ଗୁରୁତର ବ୍ୟକ୍ତି ରାଧାଗୋବିନ୍ଦ ଲେନର ହରିହର ସାହୁ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ।

ତାଙ୍କୁ ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘଟିଛି ଏଭଳି କାଣ୍ଡ ଘଟିଥିବା ଜଣାପଡ଼ିଥିବାବେଳେ। ଟାଉନ ଥାନା ପୋଲିସ ଛାନଭିନ୍ ଆରମ୍ଭ କରିଛି।

Updating...