ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ, ଭୁଜାଲିରେ ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ପୁଣି ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ। ଭୁଜାଲିରେ ଜଣେ ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ। ପୁରୀ ଗାଣ୍ଡୁଆଚଉରା ଛକରେ ଘଟିଛି ଏହି ଘଟଣା।   ଆକ୍ରମଣର ଶିକାର ହୋଇଥିବା ସେବାୟତ ଜଣକ ହେଉଛନ୍ତି ଜଗନ୍ନାଥ ସିଂହାରୀ। ଜଗନ୍ନାଥଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଟାଉନ ଥାନା ପୋଲିସର ଛାନଭିନ୍ ଆରମ୍ଭ କରିଛି। ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି।‌