ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟ ଗ୍ରହଣ ତାରିଖ ଯେତିକି ପାଖୋଉଛି ଭାଜପାର କେନ୍ଦ୍ର୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ପ୍ରଚାରକୁ ସେତିକି ସରଗରମ କରିଛି। The post ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ appeared first on Dharitri Odia News.

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ଆସନ୍ତାକାଲି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟ ଗ୍ରହଣ ତାରିଖ ଯେତିକି ପାଖୋଉଛି ଭାଜପାର କେନ୍ଦ୍ର୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ପ୍ରଚାରକୁ ସେତିକି ସରଗରମ କରିଛି।

The post ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ appeared first on Dharitri Odia News.