ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ
ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ବରାହୀ ଲେନ୍ର ବାସିନ୍ଦା। The post ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ appeared first on Dharitri Odia News.
ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ବରାହୀ ଲେନ୍ର ବାସିନ୍ଦା।
The post ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ appeared first on Dharitri Odia News.