ପୁରୀରେ ମୁଖ୍ୟମନ୍ତ୍ରୀ

ପୁରୀ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ଶ୍ରୀ ସେତୁ ନିକଟ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କଲାପରେ ସେଠାରୁ ସେ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚିଥିଲେ। ପରେ ସେଠାରୁ ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ ସାରି ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ। ସା ୬ଟା ୧୫ରେ ମୁଖ୍ୟମନ୍ତ୍ରୀ ସଡ଼କ ପଥରେ ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି। The post ପୁରୀରେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ପୁରୀରେ ମୁଖ୍ୟମନ୍ତ୍ରୀ

ପୁରୀ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ଶ୍ରୀ ସେତୁ ନିକଟ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କଲାପରେ ସେଠାରୁ ସେ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚିଥିଲେ। ପରେ ସେଠାରୁ ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ ସାରି ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ। ସା ୬ଟା ୧୫ରେ ମୁଖ୍ୟମନ୍ତ୍ରୀ ସଡ଼କ ପଥରେ ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି।

The post ପୁରୀରେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.