ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ
ଭୁବନେଶ୍ୱର,୩।୬: ଭୋଟ ଗଣତି ଓ ମତଦାନ ହାର ନେଇ ସିଇଓ ସୂଚନା ଦେଇଛନ୍ତି। ମୋଟ ୭୦ଟି କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି କରାଯିବ। ECI ୧୨୪ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ୮ଟି ବିଧାନସଭା କ୍ଷେତ୍ରରେ ୩୦ରୁ ଅଧିକ ରାଉଣ୍ଡ ଗଣତି ହେବ। ଆଉ ଅନ୍ୟ ସମସ୍ତ ବିଧାନସଭା କ୍ଷେତ୍ରରେ ୩୦ ରାଉଣ୍ଡରୁ କମ୍ ରହିବ। ୨୦୧୯ ତୁଳନାରେ ୨୦୨୪ରେ ମତଦାର ହାର ବୃଦ୍ଧି ପାଇଛି। ୨୦୧୯ରେ ୭୩.୦୯% ୨୦୨୪ରେ ୭୪.୪୪% ମତଦାନ ହୋଇଛି। ପୁରୁଷ ଭୋଟରଙ୍କ […] The post ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ appeared first on Dharitri Odia News.
ଭୁବନେଶ୍ୱର,୩।୬: ଭୋଟ ଗଣତି ଓ ମତଦାନ ହାର ନେଇ ସିଇଓ ସୂଚନା ଦେଇଛନ୍ତି। ମୋଟ ୭୦ଟି କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି କରାଯିବ। ECI ୧୨୪ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ୮ଟି ବିଧାନସଭା କ୍ଷେତ୍ରରେ ୩୦ରୁ ଅଧିକ ରାଉଣ୍ଡ ଗଣତି ହେବ। ଆଉ ଅନ୍ୟ ସମସ୍ତ ବିଧାନସଭା କ୍ଷେତ୍ରରେ ୩୦ ରାଉଣ୍ଡରୁ କମ୍ ରହିବ।
୨୦୧୯ ତୁଳନାରେ ୨୦୨୪ରେ ମତଦାର ହାର ବୃଦ୍ଧି ପାଇଛି। ୨୦୧୯ରେ ୭୩.୦୯% ୨୦୨୪ରେ ୭୪.୪୪% ମତଦାନ ହୋଇଛି। ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ ଅଛନ୍ତି। ଏଥର ୭୩.୩୭% ପୁରୁଷ ଓ ୭୫.୫୫% ମହିଳା ଭୋଟ ଦେଇଛନ୍ତି।
The post ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ appeared first on Dharitri Odia News.