ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ…

ପୁରୁଷୋତ୍ତମପୁର,୪ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ରବିବାର ଆୟୁଷ୍ମାନ କାର୍ଡ ବଣ୍ଟନ କରାଯାଇଛି। ଏଥିରେ ଭାଜପାର ରାଜ୍ୟ ଉପ-ସଭାପତି ଗୋଲକ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହିକାର୍ଡର ସୁବିଧା ଓ ମହତ୍ତ୍ୱ ସମ୍ପର୍କରେ ଗୁରୁତ୍ୱାରୋପ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ,ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ଜୟନାରାୟଣ ଦାଶ, ବିଧାୟକ ପ୍ରତିନିଧି ସୁଦର୍ଶନ ବେହେରା, କାଉନସିଲର ଭାସ୍କର […] The post ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ… appeared first on Dharitri Odia News.

ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ…

ପୁରୁଷୋତ୍ତମପୁର,୪ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ରବିବାର ଆୟୁଷ୍ମାନ କାର୍ଡ ବଣ୍ଟନ କରାଯାଇଛି। ଏଥିରେ ଭାଜପାର ରାଜ୍ୟ ଉପ-ସଭାପତି ଗୋଲକ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହିକାର୍ଡର ସୁବିଧା ଓ ମହତ୍ତ୍ୱ ସମ୍ପର୍କରେ ଗୁରୁତ୍ୱାରୋପ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ,ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ଜୟନାରାୟଣ ଦାଶ, ବିଧାୟକ ପ୍ରତିନିଧି ସୁଦର୍ଶନ ବେହେରା, କାଉନସିଲର ଭାସ୍କର ବେହେରା, ଯତୀନ୍ଦ୍ର ତ୍ରିପାଠୀ, କୃଷ୍ଣଚନ୍ଦ୍ର ନାୟକ ଯୋଗଦେଇ ସ୍ବାସ୍ଥ୍ୟସେବାରେ କାର୍ଡର ମହତ୍ତ୍ୱ ସମ୍ପର୍କରେ ସଚେତନ କରାଇଥିଲେ। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶୁଭାଶିଷ ଗୋସ୍ବାମୀ, ବିପିଏମ ରାଧାକୃଷ୍ଣ ସାବତ, ରାମେଶ୍ବରୀ ପାଣିଗ୍ରାହୀ, ବିରଜା ବାଇଗଣ୍ଡ, ମନୋଜ ମହାରଣା ପ୍ରମୁଖ ଯୋଗଦେଇଥିଲେ।

The post ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ… appeared first on Dharitri Odia News.