ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା ପାଳିତ

ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜଗନ୍ନାଥଙ୍କୁ ରତ୍ନ ସିଂହାସନରୁ ପହଣ୍ଡି କରି ସ୍ନାନବେଦୀକୁ ଆଣି ମହାସ୍ନାନ କରାଇଥିଲେ। ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଭକ୍ତଙ୍କ ଗହଳି ରହିଛି। The post ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା ପାଳିତ appeared first on Dharitri Odia News.

ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା ପାଳିତ

ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜଗନ୍ନାଥଙ୍କୁ ରତ୍ନ ସିଂହାସନରୁ ପହଣ୍ଡି କରି ସ୍ନାନବେଦୀକୁ ଆଣି ମହାସ୍ନାନ କରାଇଥିଲେ। ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଭକ୍ତଙ୍କ ଗହଳି ରହିଛି।

The post ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା ପାଳିତ appeared first on Dharitri Odia News.