ପୁଲଓ୍ବାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ
ନୂଆଦିଲ୍ଲୀ,୧୧।୪: ଜମ୍ମୁ-କଶ୍ମୀରର ପୁଲୱାମାରେ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲୱାମାରେ ଆଜି ଭୋରୁ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ଆଖି ବୁଜା ଗୁଳି ଚାଳନା ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସଫା ହୋଇଛି ଜଣେ ଆତଙ୍କବାଦୀ । ଏଥିସହ ଆଉ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ବନ୍ଦୀ କରି ରଖିଥିବା ଜଣାଯାଇଛି। ପୁଲୱାମା ଜିଲାର ଅର୍ଶିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। […] The post ପୁଲଓ୍ବାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ appeared first on Dharitri Odia News.
ନୂଆଦିଲ୍ଲୀ,୧୧।୪: ଜମ୍ମୁ-କଶ୍ମୀରର ପୁଲୱାମାରେ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲୱାମାରେ ଆଜି ଭୋରୁ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ଆଖି ବୁଜା ଗୁଳି ଚାଳନା ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସଫା ହୋଇଛି ଜଣେ ଆତଙ୍କବାଦୀ । ଏଥିସହ ଆଉ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ବନ୍ଦୀ କରି ରଖିଥିବା ଜଣାଯାଇଛି।
ପୁଲୱାମା ଜିଲାର ଅର୍ଶିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହାପରେ ସେନା ତୁରନ୍ତ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।
The post ପୁଲଓ୍ବାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ appeared first on Dharitri Odia News.