ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍ସି ଚଢ଼ାଉ: ବାସି, ରଙ୍ଗ ମିଶା ଖାଦ୍ୟ ନଷ୍ଟ
ଭୁବନେଶ୍ୱର,୧୨।୧୦: ଦଶହରା ପାଇଁ ଶାରା ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଛି। ପୂଜା ମଣ୍ଡପ ସାଙ୍ଗକୁ ଆକର୍ଷଣୀୟ ଖାଦ୍ୟ ବେଶ୍ ଆକୃଷ୍ଠ କରିଛି ଲୋକଙ୍କୁ। ତେବେ ବିଭିନ୍ନ ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍ସ ଚଢ଼ାଉ କରିଛି। ବିଭିନ୍ନ ଫାଷ୍ଟଫୁଡ ଦୋକାନରେ ଫୁଡ ସେଫ୍ଟି କମିଶନଙ୍କ ଯାଞ୍ଚ ଚାଲିଛି। ରସୁଲଗଡ଼, ନୟାପଲ୍ଲୀ, ବରମୁଣ୍ଡା ପୂଜା ବଜାରରେ ଚଢ଼ାଉ ହୋଇଛି। ବାସି ଖାଦ୍ୟ ଓ ରଙ୍ଗ ମିଶା ଖାଦ୍ୟ ବିକ୍ରି ଅଭିଯୋଗରେ ରେଡ ଚାଲିଛି। ବିପୁଳ ପରିମାଣର ବାସି […] The post ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍ସି ଚଢ଼ାଉ: ବାସି, ରଙ୍ଗ ମିଶା ଖାଦ୍ୟ ନଷ୍ଟ appeared first on Dharitri Odia News.
ଭୁବନେଶ୍ୱର,୧୨।୧୦: ଦଶହରା ପାଇଁ ଶାରା ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଛି। ପୂଜା ମଣ୍ଡପ ସାଙ୍ଗକୁ ଆକର୍ଷଣୀୟ ଖାଦ୍ୟ ବେଶ୍ ଆକୃଷ୍ଠ କରିଛି ଲୋକଙ୍କୁ। ତେବେ ବିଭିନ୍ନ ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍ସ ଚଢ଼ାଉ କରିଛି।
ବିଭିନ୍ନ ଫାଷ୍ଟଫୁଡ ଦୋକାନରେ ଫୁଡ ସେଫ୍ଟି କମିଶନଙ୍କ ଯାଞ୍ଚ ଚାଲିଛି। ରସୁଲଗଡ଼, ନୟାପଲ୍ଲୀ, ବରମୁଣ୍ଡା ପୂଜା ବଜାରରେ ଚଢ଼ାଉ ହୋଇଛି। ବାସି ଖାଦ୍ୟ ଓ ରଙ୍ଗ ମିଶା ଖାଦ୍ୟ ବିକ୍ରି ଅଭିଯୋଗରେ ରେଡ ଚାଲିଛି। ବିପୁଳ ପରିମାଣର ବାସି ଓ ରଙ୍ଗ ମିଶା ଖାଦ୍ୟ ଟିମ୍ ନଷ୍ଟ କରିଛି।
The post ପୂଜା ମଣ୍ଡପ ପାଖ ଖାଦ୍ୟ ଦୋକାନରେ ବିଏମ୍ସି ଚଢ଼ାଉ: ବାସି, ରଙ୍ଗ ମିଶା ଖାଦ୍ୟ ନଷ୍ଟ appeared first on Dharitri Odia News.