ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ ହଜାରେ ଗୁଣ ଭଲ ବୋଲି ଉପରାଜ୍ୟପାଳ କହିଛନ୍ତି। ଇନ୍ଦିରା ଗାନ୍ଧୀ ଦିଲ୍ଲୀ ଟେକ୍‌ନିକାଲ ୟୁନିଭର୍ସିଟି ଫର୍‌ ଓ୍ବମେନ୍‌ର ସପ୍ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାକ୍ସେନା କହିଥିଲେ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଜଣେ ମହିଳା ହୋଇଥିବାରୁ ସେ ବହୁତ ଖୁସୀ। ସେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କଠାରୁ ହଜାରେ ଗୁଣ ଭଲ ବୋଲି ମୁଁ ଦୃଢ଼ତାର […] The post ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ appeared first on Dharitri Odia News.

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ ହଜାରେ ଗୁଣ ଭଲ ବୋଲି ଉପରାଜ୍ୟପାଳ କହିଛନ୍ତି। ଇନ୍ଦିରା ଗାନ୍ଧୀ ଦିଲ୍ଲୀ ଟେକ୍‌ନିକାଲ ୟୁନିଭର୍ସିଟି ଫର୍‌ ଓ୍ବମେନ୍‌ର ସପ୍ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାକ୍ସେନା କହିଥିଲେ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଜଣେ ମହିଳା ହୋଇଥିବାରୁ ସେ ବହୁତ ଖୁସୀ। ସେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କଠାରୁ ହଜାରେ ଗୁଣ ଭଲ ବୋଲି ମୁଁ ଦୃଢ଼ତାର ସହ କହିପାରେ। ସମାବର୍ତ୍ତନ ଉତ୍ସବରେ ଆତିଶୀ ମଧ୍ୟ ଉପସ୍ଥିତ ଥିଲେ।

The post ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ appeared first on Dharitri Odia News.