ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା : ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲେ ଦୁର୍ବୃତ୍ତ

ପଦ୍ମପୁର ୧୦।୭: ବରଗଡ ଜିଲ୍ଲା ପାଇକମାଲ ଥାନା ମାଣ୍ଡୋସିଲ ଅଞ୍ଚଳରେ ହତ୍ୟାକାଣ୍ଡ । ଜଣଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ସୂଚନା ।ସୂଚନାଯୋଗ୍ୟ ଯେ, ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ ମାଣ୍ଡୋସିଲ ଗାଁର ପିଙ୍କୁ ସାହୁଙ୍କୁ ବିଳମ୍ବିତ ରାତିରେ କିଛି ଯୁବକ ଗୋଡାଇ ଗୋଡାଇ ଧାରୁଆ ଅସ୍ତ୍ରରେ ହାଣିଥିଲେ । ପରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଖବର ଦେବା ପରେ ତାଙ୍କୁ ନୂଆପଡା ଜିଲ୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି ।You Can Read:ଅଘଟଣ ପରେ ସ୍ଵାଭାବିକ ହେଲା ପହଣ୍ଡି ବିଜେ, ଆଡ଼ପ ମଣ୍ଡପରେ ବିଜେ କଲେ ଚତୁର୍ଦ୍ଧା ମୂରତି

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା : ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲେ ଦୁର୍ବୃତ୍ତ

ପଦ୍ମପୁର ୧୦।୭: ବରଗଡ ଜିଲ୍ଲା ପାଇକମାଲ ଥାନା ମାଣ୍ଡୋସିଲ ଅଞ୍ଚଳରେ ହତ୍ୟାକାଣ୍ଡ । ଜଣଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ସୂଚନା ।

ସୂଚନାଯୋଗ୍ୟ ଯେ, ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ ମାଣ୍ଡୋସିଲ ଗାଁର ପିଙ୍କୁ ସାହୁଙ୍କୁ ବିଳମ୍ବିତ ରାତିରେ କିଛି ଯୁବକ ଗୋଡାଇ ଗୋଡାଇ ଧାରୁଆ ଅସ୍ତ୍ରରେ ହାଣିଥିଲେ । ପରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଖବର ଦେବା ପରେ ତାଙ୍କୁ ନୂଆପଡା ଜିଲ୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି ।

You Can Read:

ଅଘଟଣ ପରେ ସ୍ଵାଭାବିକ ହେଲା ପହଣ୍ଡି ବିଜେ, ଆଡ଼ପ ମଣ୍ଡପରେ ବିଜେ କଲେ ଚତୁର୍ଦ୍ଧା ମୂରତି