ପୂର୍ବତନ ପୁଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ପୁଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ। କଟକର ସିଡିଏ-୬ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ଅନାଦି ସାହୁଙ୍କ ପରଲୋକ ଘଟିଛି। ବ୍ରହ୍ମପୁରରୁ ବିଜେପିର ସାଂସଦ ମଧ୍ୟ ଥିଲେ ଅନାଦି ସାହୁ। ସାହିତ୍ୟ କ୍ଷେତ୍ରରେ ମଧ୍ୟ ଅନାଦିଙ୍କର ଅନେକ ସୃଷ୍ଟି ସମ୍ଭାର ରହିଛି। କିଛି ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ।

anadi-sahoo