ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
ନନ୍ଦିଘୋଷ ବ୍ୟୁରୋ: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ। ୯୨ ବର୍ଷ ବୟସରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ... The post ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ appeared first on .
ନନ୍ଦିଘୋଷ ବ୍ୟୁରୋ: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ। ୯୨ ବର୍ଷ ବୟସରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ ହୋଇଛି । ଅଚାନକ ସ୍ୱାସ୍ଥ୍ୟ ଖରାପ ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। AIIMSର ଏକ ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ। ଦୁଇ ଥର ପ୍ରଧାନମନ୍ତ୍ରୀ ହୋଇଥିଲେ ମନମୋହନ ସିଂହ। ଏହାସହ ଅର୍ଥ ମନ୍ତ୍ରଣାଳୟରେ ସଚିବ, ଯୋଜନା କମିଶନର ଉପାଧ୍ୟକ୍ଷ, ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ଅର୍ଥମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା ଏବଂ ୟୁଜିସିର ଅଧ୍ୟକ୍ଷ ପଦ ସମ୍ଭାଳିଥିଲେ ମନମୋହନ ସିଂହ।
The post ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ appeared first on .