ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୯୨ ବର୍ଷୀୟ ମନମୋହନଙ୍କୁ ଏମର୍ଜେନ୍ସି ବିଭାଗକୁ ଅଣାଯାଇଛି। ତେବେ କେଉଁ କାରଣରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି, ତାହାର କାରଣ ଜଣାପଡିନାହିଁ। The post ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି appeared first on Dharitri Odia News.

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୯୨ ବର୍ଷୀୟ ମନମୋହନଙ୍କୁ ଏମର୍ଜେନ୍ସି ବିଭାଗକୁ ଅଣାଯାଇଛି। ତେବେ କେଉଁ କାରଣରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି, ତାହାର କାରଣ ଜଣାପଡିନାହିଁ।

The post ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି appeared first on Dharitri Odia News.