ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏସ୍. ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ, ପଦ୍ମ ବିଭୂଷଣରେ ହୋଇଥିଲେ ସମ୍ମାନିତ
ବେଙ୍ଗାଲୁରୁ: କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ । ୯୨ ବର୍ଷ ବୟସରେ ନିଜ ବାସଭବନରେ ଦେହାନ୍ତ । ୨୦୨୩ରେ ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ଏସ୍. ଏମ୍ କ୍ରିଷ୍ଣା । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ । ୨୦୦୯ରେ ସେ କେନ୍ଦ୍ରୀୟ ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ ।