ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ,୨ା୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଶନିବାର ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରରେ ରଖାଯାଇଛି। କିଡ୍‌ନୀ ସମ୍ବନ୍ଧୀୟ ସମସ୍ୟା ପାଇଁ ୮୧ ବର୍ଷୀୟ ଶିବୁ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀର ଶ୍ରୀ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଜେଏମ୍‌ଏମ୍‌ର ପ୍ରତିଷ୍ଠାତା ଶିବୁ ସୋରେନ୍‌ ୩୮ ବର୍ଷ ଧରି ଏହାର ନେତୃତ୍ୱ ନେଇଥିଲେ। ଶନିବାର ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ୍‌ଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ ତାଙ୍କୁ […] The post ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ appeared first on Dharitri Odia News.

ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ,୨ା୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଶନିବାର ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରରେ ରଖାଯାଇଛି। କିଡ୍‌ନୀ ସମ୍ବନ୍ଧୀୟ ସମସ୍ୟା ପାଇଁ ୮୧ ବର୍ଷୀୟ ଶିବୁ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀର ଶ୍ରୀ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜେଏମ୍‌ଏମ୍‌ର ପ୍ରତିଷ୍ଠାତା ଶିବୁ ସୋରେନ୍‌ ୩୮ ବର୍ଷ ଧରି ଏହାର ନେତୃତ୍ୱ ନେଇଥିଲେ। ଶନିବାର ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ୍‌ଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଆପୋଲୋ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି।

The post ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ appeared first on Dharitri Odia News.