ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଟିଟିଲାଗଡ଼,୩୦।୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍‌ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। କେଉଁ ପରିସ୍ଥିତିରେ ଏହି ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। The post ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ appeared first on Dharitri Odia News.

ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଟିଟିଲାଗଡ଼,୩୦।୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍‌ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। କେଉଁ ପରିସ୍ଥିତିରେ ଏହି ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।

The post ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ appeared first on Dharitri Odia News.