ପୋଲିସ ପିସ୍ତଲରୁ ଗୁଳି ଫୁଟି ୨ ମୃତ, ବଚସାକୁ ନେଇ ଘଟିଛି ଗୁଳିକାଣ୍ଡ
ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାର ଚୁଲିମାଲ ଗାଁରେ ଗୁଳିକାଣ୍ଡ। ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ମନୋଜ ଝାଙ୍କର ଓ ଶେଷଦେବ ଝାଙ୍କର । ମୃତ ମନୋଜ ଜଣେ ପିଏସଓ।ତେବେ ଗୁଳିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବାବଳେ। ଦୁଇ ମୃତକଙ୍କ ମଧ୍ୟରେ ବଚସାକୁ ନେଇ ଗୁଳିକାଣ୍ଡ ହୋଇଥିବା ଜଣାପଡ଼ିଛି। ସେପଟେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।Updating...
ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାର ଚୁଲିମାଲ ଗାଁରେ ଗୁଳିକାଣ୍ଡ। ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ମନୋଜ ଝାଙ୍କର ଓ ଶେଷଦେବ ଝାଙ୍କର । ମୃତ ମନୋଜ ଜଣେ ପିଏସଓ।
ତେବେ ଗୁଳିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବାବଳେ। ଦୁଇ ମୃତକଙ୍କ ମଧ୍ୟରେ ବଚସାକୁ ନେଇ ଗୁଳିକାଣ୍ଡ ହୋଇଥିବା ଜଣାପଡ଼ିଛି। ସେପଟେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Updating...