ପୋଖରୀରେ ବୁଡି ଚାଲିଗଲା ଜୀବନ

ଛତ୍ରପୁର,୯।୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସାନନୋଳିଆ ନୂଆଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ବେଳେ ଅସାବଧାନତା ହେତୁ ଗାଁର ସିକିଟି ଗୁରେୟା(୫୩) ପାଣିରେ ବୁଡି ଯାଇଥିଲେ। କିଛି ସମୟ ପରେ ସିକିଟ ପାଣିରେ ଭାସୁଥିବା ବେଳେ କିଛି ଯୁବକ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ l ଖବର ପାଇ ଛତ୍ରପୁର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ […] The post ପୋଖରୀରେ ବୁଡି ଚାଲିଗଲା ଜୀବନ appeared first on Dharitri Odia News.

ପୋଖରୀରେ ବୁଡି ଚାଲିଗଲା ଜୀବନ

ଛତ୍ରପୁର,୯।୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସାନନୋଳିଆ ନୂଆଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ବେଳେ ଅସାବଧାନତା ହେତୁ ଗାଁର ସିକିଟି ଗୁରେୟା(୫୩) ପାଣିରେ ବୁଡି ଯାଇଥିଲେ। କିଛି ସମୟ ପରେ ସିକିଟ ପାଣିରେ ଭାସୁଥିବା ବେଳେ କିଛି ଯୁବକ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ l ଖବର ପାଇ ଛତ୍ରପୁର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ
ମୃତ ଘୋଷଣା କରିଥିଲେ l

The post ପୋଖରୀରେ ବୁଡି ଚାଲିଗଲା ଜୀବନ appeared first on Dharitri Odia News.