ପୋଡ଼ିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟିତ୍ରୀ
କୋଣାର୍କ,୩୧।୩: କିରୋସିନିରେ ପୋଡ଼ି ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲା ଅସ୍ତରଙ୍ଗ ଥାନା ଆଳସାହି ସ୍ଥିତ ଘରେ ପ୍ରଧାନ ଶିକ୍ଷୟିତ୍ରୀ ପୋଡ଼ି ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଶିକ୍ଷୟିତ୍ରୀ ଜଣଙ୍କ ମାନସିକ ଅବସ୍ଥା ଠିକ୍ ନ ଥିବା ସୂଚନା ମିଳିଛି। ସେ ବେଘାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଥିଲେ। The post ପୋଡ଼ିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟିତ୍ରୀ appeared first on Dharitri Odia News.
କୋଣାର୍କ,୩୧।୩: କିରୋସିନିରେ ପୋଡ଼ି ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲା ଅସ୍ତରଙ୍ଗ ଥାନା ଆଳସାହି ସ୍ଥିତ ଘରେ ପ୍ରଧାନ ଶିକ୍ଷୟିତ୍ରୀ ପୋଡ଼ି ହୋଇଯାଇଥିଲେ।
ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଶିକ୍ଷୟିତ୍ରୀ ଜଣଙ୍କ ମାନସିକ ଅବସ୍ଥା ଠିକ୍ ନ ଥିବା ସୂଚନା ମିଳିଛି। ସେ ବେଘାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଥିଲେ।
The post ପୋଡ଼ିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟିତ୍ରୀ appeared first on Dharitri Odia News.