ପୋଲସରା: ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିମାଡ଼, କାରଣ ଅସ୍ପଷ୍ଟ

ପୋଲସରା (କେନ୍ୟୁଜ): ପୋଲସରାରେ ଫୁଟିଲା ଗୁଳି। ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିମାଡ଼। ପୋଲସରା କେନ୍ଦୁବାଡ଼ି ପଞ୍ଚାୟତର ସମିତି ସଭ୍ୟ ନରେନ୍ଦ୍ର ସ୍ବାଇଁଙ୍କୁ ଗୁଳିମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି। The post ପୋଲସରା: ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିମାଡ଼, କାରଣ ଅସ୍ପଷ୍ଟ appeared first on KNews Odisha.

ପୋଲସରା: ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିମାଡ଼, କାରଣ ଅସ୍ପଷ୍ଟ
firing

ପୋଲସରା (କେନ୍ୟୁଜ): ପୋଲସରାରେ ଫୁଟିଲା ଗୁଳି। ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିମାଡ଼। ପୋଲସରା କେନ୍ଦୁବାଡ଼ି ପଞ୍ଚାୟତର ସମିତି ସଭ୍ୟ ନରେନ୍ଦ୍ର ସ୍ବାଇଁଙ୍କୁ ଗୁଳିମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି।

The post ପୋଲସରା: ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିମାଡ଼, କାରଣ ଅସ୍ପଷ୍ଟ appeared first on KNews Odisha.