ପୋଲାଣ୍ଡରେ ପହଞ୍ଚିଲେ ମୋଦି
ଓ୍ବାର୍ସ/ନୂଆଦିଲ୍ଲୀ,୨୧ା୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ। ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। The post ପୋଲାଣ୍ଡରେ ପହଞ୍ଚିଲେ ମୋଦି appeared first on Dharitri Odia News.
ଓ୍ବାର୍ସ/ନୂଆଦିଲ୍ଲୀ,୨୧ା୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ।
ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।
The post ପୋଲାଣ୍ଡରେ ପହଞ୍ଚିଲେ ମୋଦି appeared first on Dharitri Odia News.