ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ ଥିବାରୁ ପୋଲିସ ଅଧିକାରୀ ଅମିତାଭ ମହାପାତ୍ର ହାଜର ହୋଇଛନ୍ତି। ସେହିପରି ଭର୍ତ୍ତୃହରି ମହତାବ ଓକିଲଙ୍କ ଜରିଆରେ ହାଜର ହୋଇଛନ୍ତି। ୨୦୧୧ରେ ଅମିତାଭ ଓ ମହତାବଙ୍କ ମଧ୍ୟରେ ବିବାଦ ହୋଇଥିଲା। ଭର୍ତ୍ତୃହରି ଅମିତାଭଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। The post ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ appeared first on Dharitri Odia News.

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ ଥିବାରୁ
ପୋଲିସ ଅଧିକାରୀ ଅମିତାଭ ମହାପାତ୍ର ହାଜର ହୋଇଛନ୍ତି। ସେହିପରି ଭର୍ତ୍ତୃହରି ମହତାବ ଓକିଲଙ୍କ ଜରିଆରେ ହାଜର ହୋଇଛନ୍ତି। ୨୦୧୧ରେ ଅମିତାଭ ଓ ମହତାବଙ୍କ ମଧ୍ୟରେ ବିବାଦ ହୋଇଥିଲା। ଭର୍ତ୍ତୃହରି ଅମିତାଭଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।

The post ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ appeared first on Dharitri Odia News.