ପୋଲିସ ପକ୍ଷରୁ ଜଳଛତ୍ର ଖୋଲିଲା
ଛତ୍ରପୁର,୧ା୪(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ସଦର ମହକୁମା ଛତ୍ରପୁରକୁ ବିଭିନ୍ନ ଅଫିସ କାର୍ଯ୍ୟ ପାଇଁ ଲୋକେ ଆସିଥାନ୍ତି। ବର୍ତ୍ତମାନ ଗ୍ରୀଷ୍ମର ପ୍ରକୋପ ବଢ଼ୁଥିବା ବେଳେ ପିଇବା ପାଣି ଟୋପେ ପାଇଁ ଲୋକଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଆରଇ କାର୍ଯ୍ୟାଳୟ ଭିଆଇପି ରୋଡ଼ରେ ଏକ ଜଳଛତ୍ର ଖୋଲାଯାଇଛି। ଗଞ୍ଜାମ ଏସ୍ପି ଶୁଭେନ୍ଦୁ ପାତ୍ର ଏହାକୁ ଉଦ୍ଘାଟନ କରିଥିଲେ। ଜଳଛତ୍ରରେ ଜଣେ ପୋଲିସ କର୍ମଚାରୀ ନିୟୋଜିତ ରହିବେ। The post ପୋଲିସ ପକ୍ଷରୁ ଜଳଛତ୍ର ଖୋଲିଲା appeared first on Dharitri Odia News.
ଛତ୍ରପୁର,୧ା୪(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ସଦର ମହକୁମା ଛତ୍ରପୁରକୁ ବିଭିନ୍ନ ଅଫିସ କାର୍ଯ୍ୟ ପାଇଁ ଲୋକେ ଆସିଥାନ୍ତି। ବର୍ତ୍ତମାନ ଗ୍ରୀଷ୍ମର ପ୍ରକୋପ ବଢ଼ୁଥିବା ବେଳେ ପିଇବା ପାଣି ଟୋପେ ପାଇଁ ଲୋକଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଆରଇ କାର୍ଯ୍ୟାଳୟ ଭିଆଇପି ରୋଡ଼ରେ ଏକ ଜଳଛତ୍ର ଖୋଲାଯାଇଛି। ଗଞ୍ଜାମ ଏସ୍ପି ଶୁଭେନ୍ଦୁ ପାତ୍ର ଏହାକୁ ଉଦ୍ଘାଟନ କରିଥିଲେ। ଜଳଛତ୍ରରେ ଜଣେ ପୋଲିସ କର୍ମଚାରୀ ନିୟୋଜିତ ରହିବେ।
The post ପୋଲିସ ପକ୍ଷରୁ ଜଳଛତ୍ର ଖୋଲିଲା appeared first on Dharitri Odia News.