ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି …

ଭୁବନେଶ୍ୱର,୧୧।୮: ରାଜ୍ୟର ସବୁ ମୁଖ୍ୟ ପୋଷ୍ଟ ଅଫିସରେ ଲିଙ୍କ ଫେଲ୍‌। ଏ ନେଇ ବିଭିନ୍ନ ସମସ୍ୟା ମଧ୍ୟ ଦେଖାଯାଉଛି। ୩ ଦିନ ହେଲାଣି ଲିଙ୍କ ଫେଲ ଯୋଗୁ ପୋଷ୍ଟାଲ କାର୍ଯ୍ୟ ଏକପ୍ରକାର ଠପ୍‌ ହୋଇଯାଇଛି। ଭୁବନେଶ୍ୱର ପ୍ରଧାନ ଡାକଘର ଅଫିସରେ ମଧ୍ୟ ସମାନ ଅବସ୍ଥା ଦେଖାଯାଇଛି। ଲିଙ୍କ ଫେଲ ବୋଲି ସାଇନ ବୋର୍ଡରେ ଲେଖା ହୋଇଛି। ଟଙ୍କା ଜମା ଓ ଉଠାଣ ପାଇଁ ଆସୁଥିବା ଲୋକେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଲୋକେ ପୋଷ୍ଟ ଅଫିସ ଆସି […] The post ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି … appeared first on Dharitri Odia News.

ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି …

ଭୁବନେଶ୍ୱର,୧୧।୮: ରାଜ୍ୟର ସବୁ ମୁଖ୍ୟ ପୋଷ୍ଟ ଅଫିସରେ ଲିଙ୍କ ଫେଲ୍‌। ଏ ନେଇ ବିଭିନ୍ନ ସମସ୍ୟା ମଧ୍ୟ ଦେଖାଯାଉଛି। ୩ ଦିନ ହେଲାଣି ଲିଙ୍କ ଫେଲ ଯୋଗୁ ପୋଷ୍ଟାଲ କାର୍ଯ୍ୟ ଏକପ୍ରକାର ଠପ୍‌ ହୋଇଯାଇଛି। ଭୁବନେଶ୍ୱର ପ୍ରଧାନ ଡାକଘର ଅଫିସରେ ମଧ୍ୟ ସମାନ ଅବସ୍ଥା ଦେଖାଯାଇଛି। ଲିଙ୍କ ଫେଲ ବୋଲି ସାଇନ ବୋର୍ଡରେ ଲେଖା ହୋଇଛି। ଟଙ୍କା ଜମା ଓ ଉଠାଣ ପାଇଁ ଆସୁଥିବା ଲୋକେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଲୋକେ ପୋଷ୍ଟ ଅଫିସ ଆସି ଫେରିକି ଯାଉଛନ୍ତି। ଅତ୍ୟାବଶ୍ୟକ ପାଇଁ ଟଙ୍କା ଉଠାଇବାକୁ ଆସୁଥିବା ଲୋକେ ଚିନ୍ତିତ ହୋଇପଡ଼ିଛନ୍ତି। ତେବେ ଏହା କେତେ ଦିନ ମଧ୍ୟରେ ଠକ୍‌ ହେବ ତାହା ଜଣାପଡ଼ି ନାହିଁ।

The post ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି … appeared first on Dharitri Odia News.