ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର
କଟକ,୧୩।୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ୩୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪ଜଣ ଛାତ୍ରୀ ଥିବା ଜଣାପଡିଛି। ତାଲିକାରେ ଅରୁଣିମା ପତି ଦ୍ୱିତୀୟ ଏବଂ ପାଏଲ ଅତ୍ତା ତୃତୀୟ ସ୍ଥାନରେ ରହିଥିବା ସୂଚନା ମିଳିଛି। The post ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର appeared first on Dharitri Odia News.
କଟକ,୧୩।୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ୩୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪ଜଣ ଛାତ୍ରୀ ଥିବା ଜଣାପଡିଛି। ତାଲିକାରେ ଅରୁଣିମା ପତି ଦ୍ୱିତୀୟ ଏବଂ ପାଏଲ ଅତ୍ତା ତୃତୀୟ ସ୍ଥାନରେ ରହିଥିବା ସୂଚନା ମିଳିଛି।
The post ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର appeared first on Dharitri Odia News.