ପ୍ରକାଶ ପାଇଲା କଂଗ୍ରେସର ଲୋକ ସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨।୪: ପ୍ରକାଶ ପାଇଲା କଂଗ୍ରେସର ପ୍ରଥମ ଲୋକ ସଭା ପ୍ରାର୍ଥୀ ତାଲିକା। ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀଙ୍କୁ କଂଗ୍ରେସ ଟିକେଟ୍ ଦେଇଛି। ସେହିପରି କୋରାପୁଟରୁ ସପ୍ତଗିରି ଉଲ୍ଲାକା, ବ୍ରହ୍ମପୁରରୁ ରଶ୍ମୀରଞ୍ଜନ ପଟ୍ଟନାୟକ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ନବରଙ୍ଗପୁରରୁ ଭୁଜବଳ ମାଝୀଙ୍କୁ ଟିକେଟ୍ ମିଳିଛି। ଅନ୍ୟପଟେ, କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପିସିସି ସଭାପତି ଶରତ […] The post ପ୍ରକାଶ ପାଇଲା କଂଗ୍ରେସର ଲୋକ ସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍ appeared first on Dharitri Odia News.
ଭୁବନେଶ୍ୱର,୨।୪: ପ୍ରକାଶ ପାଇଲା କଂଗ୍ରେସର ପ୍ରଥମ ଲୋକ ସଭା ପ୍ରାର୍ଥୀ ତାଲିକା। ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀଙ୍କୁ କଂଗ୍ରେସ ଟିକେଟ୍ ଦେଇଛି। ସେହିପରି କୋରାପୁଟରୁ ସପ୍ତଗିରି ଉଲ୍ଲାକା, ବ୍ରହ୍ମପୁରରୁ ରଶ୍ମୀରଞ୍ଜନ ପଟ୍ଟନାୟକ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ନବରଙ୍ଗପୁରରୁ ଭୁଜବଳ ମାଝୀଙ୍କୁ ଟିକେଟ୍ ମିଳିଛି। ଅନ୍ୟପଟେ, କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନୂଆପଡ଼ାରୁ ଟିକେଟ୍ ମିଳିଛି। ସେହିପରି କବିସୂର୍ଯ୍ୟନଗରରୁ ଚିରଂଜୀବ ବିଷୋୟୀ, ଗୁଣପୁରରୁ ସତ୍ୟଜିତ ଗମାଙ୍ଗ, ରାଉଲକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକଙ୍କୁ କଂଗ୍ରେସ ଟିକେଟ୍ ଦେଇଛି।
The post ପ୍ରକାଶ ପାଇଲା କଂଗ୍ରେସର ଲୋକ ସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍ appeared first on Dharitri Odia News.