ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ
ଏକାସାଙ୍ଗରେ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳାଫଳ ଘୋଷଣା କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ଘୋଷଣା କରିଥିବା ବେଳେ, ଚଳିତବର୍ଷ ପାସ୍ ହାର୍ ରହିଛି ୮୨.୭୭ ପ୍ରତିଶତ।