ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪: ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକ ସଭା ଓ […] The post ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ appeared first on Dharitri Odia News.

ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪: ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକ ସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ।

The post ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ appeared first on Dharitri Odia News.