ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ ମହିଳା କୋର୍ଟ, ଆରମ୍ଭ ହୋଇଛି ପ୍ରକ୍ରିୟା : ଆଇନ ମନ୍ତ୍ରୀ
ଭୁବନେଶ୍ବର ୨୩।୪: ରାଜ୍ୟରେ ପ୍ରତିଷ୍ଠା ହେବ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ ମହିଳା କୋର୍ଟ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି । କୋର୍ଟ ପ୍ରତିଷ୍ଠା ଦିଗରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର । ମହିଳା କୋର୍ଟ ପ୍ରତିଷ୍ଠା ହେଲେ ବିରୋଧୀ ଅପରାଧରେ ତ୍ୱରିତ ନ୍ୟାୟ ମିଳିବା ସହ ଦଣ୍ଡ ବିଧାନ ହାର ବଢିବ । ପ୍ରାରମ୍ଭିକ ଭାବେ ୫ଟି ଏବଂ ପରେ ଏହି ସଂଖ୍ୟା ବୃଦ୍ଧି କରାଯିବ । ଏହାବାଦ୍ ୩୧୪ ବ୍ଲକ୍ରେ କୋର୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ଯୋଜନା ରହିଛି । ଗ୍ରାମ୍ୟ ନ୍ୟାୟାଳୟ ବି ପ୍ରତିଷ୍ଠା କରିବେ ସରକାର । You Can Read:ପୂର୍ତ୍ତ ବିଭାଗର ‘ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ'ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ତଦାରଖ ହେବ ଭିତ୍ତିଭୂମି ପ୍ରକଳ୍ପର ପ୍ରକୃତ ସମୟ
ଭୁବନେଶ୍ବର ୨୩।୪: ରାଜ୍ୟରେ ପ୍ରତିଷ୍ଠା ହେବ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ ମହିଳା କୋର୍ଟ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି । କୋର୍ଟ ପ୍ରତିଷ୍ଠା ଦିଗରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର । ମହିଳା କୋର୍ଟ ପ୍ରତିଷ୍ଠା ହେଲେ ବିରୋଧୀ ଅପରାଧରେ ତ୍ୱରିତ ନ୍ୟାୟ ମିଳିବା ସହ ଦଣ୍ଡ ବିଧାନ ହାର ବଢିବ । ପ୍ରାରମ୍ଭିକ ଭାବେ ୫ଟି ଏବଂ ପରେ ଏହି ସଂଖ୍ୟା ବୃଦ୍ଧି କରାଯିବ । ଏହାବାଦ୍ ୩୧୪ ବ୍ଲକ୍ରେ କୋର୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ଯୋଜନା ରହିଛି । ଗ୍ରାମ୍ୟ ନ୍ୟାୟାଳୟ ବି ପ୍ରତିଷ୍ଠା କରିବେ ସରକାର ।
You Can Read: