ପ୍ରତ୍ୟେହ ଖାଆନ୍ତୁ ୭/୮ କିସ୍ମିସ୍: ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ସୁଗାର୍ ଲେଭଲ୍ଠାରୁ…
କିସ୍ମିସ୍ ଖାଇବା ଦ୍ୱାରା ବି ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତିକି: ଏହା ଆଖି ପାଇଁ ବହୁତ ଉପକାରୀ। କୁହାଯାଏ, ପ୍ରତିଦିନ ୭/୮ଟି କିସ୍ମିସ୍ ଖାଇବା ଦ୍ୱାରା ଆଖିର ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ। ତା’ଛଡ଼ା ନିୟମିତ ଏହାକୁ ଖାଇଲେ ଶରୀରରେ ସୁଗାର୍ ଲେଭଲ୍ ମଧ୍ୟ ନିୟନ୍ତ୍ରଣରେ ରହିଥାଏ। ଓଜନ କମାଇବା, ହଜମ ଶକ୍ତି ବୃଦ୍ଧି କରିବାରେ ବି ଏହା ଖୁବ୍ ଉପକାରୀ ହୋଇଥାଏ। ତ୍ୱଚାରେ ଚମକ୍ ଆଣିବା ସହିତ ହାଡକୁ ମଜ୍ଭୁତ୍ କରିବାରେ ମଧ୍ୟ କିସ୍ମିସ୍ର […] The post ପ୍ରତ୍ୟେହ ଖାଆନ୍ତୁ ୭/୮ କିସ୍ମିସ୍: ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ସୁଗାର୍ ଲେଭଲ୍ଠାରୁ… appeared first on Dharitri Odia News.
କିସ୍ମିସ୍ ଖାଇବା ଦ୍ୱାରା ବି ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତିକି: ଏହା ଆଖି ପାଇଁ ବହୁତ ଉପକାରୀ। କୁହାଯାଏ, ପ୍ରତିଦିନ ୭/୮ଟି କିସ୍ମିସ୍ ଖାଇବା ଦ୍ୱାରା ଆଖିର ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ। ତା’ଛଡ଼ା ନିୟମିତ ଏହାକୁ ଖାଇଲେ ଶରୀରରେ ସୁଗାର୍ ଲେଭଲ୍ ମଧ୍ୟ ନିୟନ୍ତ୍ରଣରେ ରହିଥାଏ। ଓଜନ କମାଇବା, ହଜମ ଶକ୍ତି ବୃଦ୍ଧି କରିବାରେ ବି ଏହା ଖୁବ୍ ଉପକାରୀ ହୋଇଥାଏ। ତ୍ୱଚାରେ ଚମକ୍ ଆଣିବା ସହିତ ହାଡକୁ ମଜ୍ଭୁତ୍ କରିବାରେ ମଧ୍ୟ କିସ୍ମିସ୍ର ରହିଛି ଅନେକ ଭୂମିକା। ସେହିପରି ଶରୀରରେ ଆଇରନ୍ର ମାତ୍ରା କମିଗଲେ କିସ୍ମିସ୍ ଖାଇବା ଦ୍ୱାରା ବହୁତ ଫାଇଦା ମିଳିଥାଏ। ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇବା ସହ କିସ୍ମିସ୍ ଖାଇବା ଦ୍ୱାରା ଆମର ହୃଦ୍ ସ୍ପନ୍ଦନ ମଧ୍ୟ ଠିକ୍ ରହିଥାଏ। କିନ୍ତୁ ଧ୍ୟାନ ଦେବେ ଅଧିକ ମାତ୍ରାରେ ଖିସ୍ମିସ୍ ଖାଇବେ ନାହିଁ। ନଚେତ୍ ଏହା ଶରୀରକୁ ଫାଇଦା ଦେବା ପରିବର୍ତ୍ତେ ଶରୀର ପାଇଁ ସମସ୍ୟା ସୃଷ୍ଟି କରିଥାଏ।
The post ପ୍ରତ୍ୟେହ ଖାଆନ୍ତୁ ୭/୮ କିସ୍ମିସ୍: ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ସୁଗାର୍ ଲେଭଲ୍ଠାରୁ… appeared first on Dharitri Odia News.