ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର ଲଗାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରାକର ସହାୟତାରେ ଚିଳିକାକୁ ଆସୁଥିବା ବିଦେଶୀ ପକ୍ଷୀଙ୍କ ଉପରେ ବନବିଭାଗ ପକ୍ଷରୁ ନଜର ରଖାଯିବ। ଏପରିକି କେଉଁ ବାଟ ଦେଇ ଫ୍ଲେମିଙ୍ଗୋ କେଉଁଠିକୁ ଯାଉଛି ତାହାର ଗତିବିଧି ଉପରେ ନଜର ରଖାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାଥମିକ ପର୍ଯ୍ୟାୟରେ […] The post ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର appeared first on Dharitri Odia News.

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର ଲଗାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଟ୍ରାକର ସହାୟତାରେ ଚିଳିକାକୁ ଆସୁଥିବା ବିଦେଶୀ ପକ୍ଷୀଙ୍କ ଉପରେ ବନବିଭାଗ ପକ୍ଷରୁ ନଜର ରଖାଯିବ। ଏପରିକି କେଉଁ ବାଟ ଦେଇ ଫ୍ଲେମିଙ୍ଗୋ କେଉଁଠିକୁ ଯାଉଛି ତାହାର ଗତିବିଧି ଉପରେ ନଜର ରଖାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ଦୁଇଟି ଫ୍ଲେମିଙ୍ଗୋ ପକ୍ଷୀ ଦେହରେ ଏହି ଟ୍ରାକର ଲଗାଯାଇଛି।

The post ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର appeared first on Dharitri Odia News.