ପ୍ରଥମ ଥର ବିଧାନସଭା ଯିବେ ରାଜ୍ୟର ୮୨ବିଧାୟକ

କିଏ ପ୍ରଥମଥର ନିର୍ବାଚିତ ହୋଇଛି ତ କାହାକୁ ବର୍ଷ ବର୍ଷର ସଂଘର୍ଷ ପରେ ମିଳିଛି ସଫଳତା।ବିଜେଡିର ହେଭିୱେଟ ନେତା, ମନ୍ତ୍ରୀ ଏବଂ ଟାଣୁଆ ସଂଗଠକଙ୍କୁ ଦେଇଛନ୍ତି ମାତ୍। ପୀଢି ପରେ ପୀଢି ପରିବାରବାଦ ରାଜନୀତିକୁ ଧରାଶାୟୀ କରି, ଗଡ ଭାଙ୍ଗିଦେଇଛନ୍ତି କିଛି ନବାଗତ।