ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର
ବ୍ରହ୍ମପୁର,୧୪।୫: ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ ହୋଇଛନ୍ତି। ହତ୍ୟା ଉଦ୍ୟମ ମାମଲା ରୁଜୁ କରି ପୋଲିସ ମଙ୍ଗଳବାର ଶିବଶଙ୍କରଙ୍କୁ ଗିରଫ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲ ପଠାଯାଇଛି। ସୂଚନାଯୋଗ୍ୟ, ସୋମବାର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଓରଫ ପିଣ୍ଟୁ। ଆକ୍ରମଣ ପରେ ପିଣ୍ଟୁଙ୍କୁ ଥାନାରେ ଅଟକ ରଖିଥିଲା ପୋଲିସ। ଆକ୍ରମଣରେ ଆହତ ପ୍ରଦୀପ ପାଣିଗ୍ରାହୀ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। The post ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର appeared first on Dharitri Odia News.
ବ୍ରହ୍ମପୁର,୧୪।୫: ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ ହୋଇଛନ୍ତି। ହତ୍ୟା ଉଦ୍ୟମ ମାମଲା ରୁଜୁ କରି ପୋଲିସ ମଙ୍ଗଳବାର ଶିବଶଙ୍କରଙ୍କୁ ଗିରଫ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲ ପଠାଯାଇଛି।
ସୂଚନାଯୋଗ୍ୟ, ସୋମବାର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଓରଫ ପିଣ୍ଟୁ। ଆକ୍ରମଣ ପରେ ପିଣ୍ଟୁଙ୍କୁ ଥାନାରେ ଅଟକ ରଖିଥିଲା ପୋଲିସ। ଆକ୍ରମଣରେ ଆହତ ପ୍ରଦୀପ ପାଣିଗ୍ରାହୀ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।
The post ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର appeared first on Dharitri Odia News.