ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ଶପଥ ନେବା ପରେ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶ ନୂଆ ପାହାଚରେ ପହଞ୍ଚିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ। Congratulate Shri @narendramodi ji on being sworn in as the Prime Minister of India for the record third consecutive term. Wish you a successful tenure and best […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ
NAVEEN

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ଶପଥ ନେବା ପରେ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶ ନୂଆ ପାହାଚରେ ପହଞ୍ଚିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ।


ସେହିପରି ଓଡ଼ିଶା ତିନି ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ନବୀନ ପଟ୍ଟନାୟକ।