ପ୍ରଧାନମନ୍ତ୍ରୀଙ୍କ ଆବାସରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ

୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଆବାସରେ ଚାଲିଛି ଏହି ବୈଠକ । ଏନଏସଏ ଅଜିତ ଡୋଭାଲ, ସିଡିଏସ ଅନୀଲ ଚୌହାନ ଏବଂ ତିନି ସେନାର ମୁଖ୍ୟ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଉପସ୍ଥିତ ଅଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଆବାସରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ
Array