ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସିସିଏସ ବୈଠକ
ନନ୍ଦିଘୋଷ ବ୍ୟୁରୋ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ନେଇ ସୁରକ୍ଷା ସଂପର୍କିତ କ୍ୟାବିନେଟ କମିଟିର ବୈଠକ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏହି ବୈଠକ... The post ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସିସିଏସ ବୈଠକ appeared first on .
ନନ୍ଦିଘୋଷ ବ୍ୟୁରୋ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ନେଇ ସୁରକ୍ଷା ସଂପର୍କିତ କ୍ୟାବିନେଟ କମିଟିର ବୈଠକ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏହି ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି।
ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବୈଦେଶିକ ମନ୍ତ୍ରୀ ଜୟଶଙ୍କର, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଦୋଭଲ ପ୍ରମୁଖ ଉପସ୍ଥିତ ଅଛନ୍ତି। ଆତଙ୍କୀଙ୍କୁ ଦୃଢ ଜବାବ ଦେବାକୁ ପ୍ରସ୍ତୁତ ଏହି ବୈଠକରେ କିଛି ଠୋସ୍ ନିଷ୍ପତ୍ତି ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି।
The post ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସିସିଏସ ବୈଠକ appeared first on .