ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୭।୬: ଗୁରୁବାର ଦିଲ୍ଲୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌଜନ୍ୟମୂଳକ ସାକ୍ଷାତ ଥିଲା, ଆଗାମୀ ଦିନରେ ରୋଡ ମ୍ୟାପ ହେବ। ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବ। ରଥଯାତ୍ରାକୁ ଆସିବା ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଛୁ, ଆଉ ରାଷ୍ଟ୍ରପତି ଆସିବେ ବୋଲି କହିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ […] The post ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା appeared first on Dharitri Odia News.

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୭।୬: ଗୁରୁବାର ଦିଲ୍ଲୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌଜନ୍ୟମୂଳକ ସାକ୍ଷାତ ଥିଲା, ଆଗାମୀ ଦିନରେ ରୋଡ ମ୍ୟାପ ହେବ। ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବ। ରଥଯାତ୍ରାକୁ ଆସିବା ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଛୁ, ଆଉ ରାଷ୍ଟ୍ରପତି ଆସିବେ ବୋଲି କହିଛନ୍ତି।

୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରି ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେ ଭାଜପା ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଦାୟିତ୍ୱ ନେବା ପରେ ଏହା ପ୍ରଥମ ଦିଲ୍ଲୀ ଗସ୍ତ।

 

The post ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା appeared first on Dharitri Odia News.