ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ମାର୍ଚ୍ଚ ୮ରେ କେବଳ ଏମାନଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୮।୨: ମାର୍ଚ୍ଚ ୮ରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ମିଳିବ। ବ୍ରହ୍ମପୁରରେ ମୁଖ୍ରମନ୍ତ୍ରୀ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଶୁକ୍ରବାର ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଭାଗ୍ୟଶାଳୀ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଉପମୁଖ୍ୟମନ୍ତ୍ରୀଙ୍କ କହିବାନୁସାରେ, ଯେଉଁ ଯୋଗ୍ୟ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିନାହିଁ ସେମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। […] The post ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ମାର୍ଚ୍ଚ ୮ରେ କେବଳ ଏମାନଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା appeared first on Dharitri Odia News.

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ମାର୍ଚ୍ଚ ୮ରେ କେବଳ ଏମାନଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୮।୨: ମାର୍ଚ୍ଚ ୮ରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ମିଳିବ। ବ୍ରହ୍ମପୁରରେ ମୁଖ୍ରମନ୍ତ୍ରୀ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଶୁକ୍ରବାର ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଭାଗ୍ୟଶାଳୀ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଉପମୁଖ୍ୟମନ୍ତ୍ରୀଙ୍କ କହିବାନୁସାରେ, ଯେଉଁ ଯୋଗ୍ୟ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିନାହିଁ ସେମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ବିଭିନ୍ନ କାରଣ ପାଇଁ ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାଁନ୍ତି, ସେମାନଙ୍କୁ ଏକାବେଳେ ଦୁଇଟି କିସ୍ତି ଟଙ୍କା ମିଳିବ।

The post ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ମାର୍ଚ୍ଚ ୮ରେ କେବଳ ଏମାନଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା appeared first on Dharitri Odia News.