ପ୍ରମିଳାଙ୍କ ଭାଇଙ୍କ ଘରେ ପଶିଲା ଇଡି
ଭୁବନେଶ୍ୱର,୧୮।୧୨: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ । ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢାଉ […] The post ପ୍ରମିଳାଙ୍କ ଭାଇଙ୍କ ଘରେ ପଶିଲା ଇଡି appeared first on Dharitri Odia News.
ଭୁବନେଶ୍ୱର,୧୮।୧୨: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।
ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢାଉ ଚାଲିଥିବା ଜଣାଯାଇଛି।
The post ପ୍ରମିଳାଙ୍କ ଭାଇଙ୍କ ଘରେ ପଶିଲା ଇଡି appeared first on Dharitri Odia News.