ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ରାଜେନ୍ଦ୍ର କୁମାର ସାହୁଙ୍କୁ ଦଳୀୟ ଟିକେଟ୍‌ ଦେଇଥିବା ଘୋଷଣା କରିବା ପରେ ଉଭୟ ଦଳର ଶୁଭେଚ୍ଛୁ ଓ ଦଳୀୟକର୍ମୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଆତସବାଜି ଶବ୍ଦରେ ନିରାକାରପୁର ଅଞ୍ଚଳ କମ୍ପି ଉଠିଥିଲା। ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତରେ ଏଭଳି ପରିବେଶ ସୃଷ୍ଟି ହୋଇଥିବା ଦେଖିବାକୁ […] The post ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର appeared first on Dharitri Odia News.

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ରାଜେନ୍ଦ୍ର କୁମାର ସାହୁଙ୍କୁ ଦଳୀୟ ଟିକେଟ୍‌ ଦେଇଥିବା ଘୋଷଣା କରିବା ପରେ ଉଭୟ ଦଳର ଶୁଭେଚ୍ଛୁ ଓ ଦଳୀୟକର୍ମୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଆତସବାଜି ଶବ୍ଦରେ ନିରାକାରପୁର ଅଞ୍ଚଳ କମ୍ପି ଉଠିଥିଲା। ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତରେ ଏଭଳି ପରିବେଶ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା।

The post ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର appeared first on Dharitri Odia News.